ଆଜିର ଖବର କରୋନା ଆକ୍ରାନ୍ତଙ୍କ ଚିକିତ୍ସା କେବଳ କୋଭିଡ୍ ହସ୍ପିଟାଲରେ ହେବ: ସ୍ବାସ୍ଥ୍ୟ ସଚିବ ସମୀକ୍ଷା ବ୍ୟୁରୋ ଭୁବନେଶ୍ବର: କରୋନା ମୁକାବିଲାକୁ ନେଇ ଆଜି ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରେସ ମିଟ୍ କରିଛନ୍ତି। ଆଜି ବିଶ୍ବ ସ୍ବାସ୍ଥ୍ୟ ଦିବସ ଅବସରରେ…