ଆଜିର ଖବର ଡିଜିପିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭୁବନେଶ୍ଵର: ରବିବାର ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।…