ବିଶେଷ ଖବର ଓଡିଶା ରାଜଭବନରେ ସ୍ଥାପିତ ହେଲା ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ ଭୁବନେଶ୍ୱର: ରାଜଭବନ ଇତିହାସରେ ଆଜି ଥିଲା ଏକ ଗୌରବମୟ କ୍ଷଣ। ଅତୀତରେ ଅନେକ ଐତିହାସିକ ଘଟଣାର ମୁଖ୍ୟକେନ୍ଦ୍ର ଏହି ରାଜଭବନ। ରାଜଭବନ ପରିସରରେ ଏକ ସୁଉଚ୍ଚ ଜାତୀୟ…