ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କ ପ୍ରାର୍ଥୀପତ୍ର ଦାଖଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଗଞ୍ଜାମର ହିଞ୍ଜିଳି ବିଧାନସଭା ଆସନରୁ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ନବୀନ। ଛତ୍ରପୁର ଉପଜିଲ୍ଲାପାଳଙ୍କ…