ଆଜିର ଖବର ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଶାନ୍ତି ଓ ସଦ୍ଭାବନା ସହ ପାଳନ ପାଇଁ କଲେ ନିବେଦନ କୋଲକାତା: ପଶ୍ଚିମବଙ୍ଗ ସରକାର ଚଳିତ ହୋଲି ପର୍ବକୁ ଏକତା ଏବଂ ସଦ୍ଭାବର ସହିତ ପାଳନ କରିବାକୁ ସମସ୍ତ ଧର୍ମର ଲୋକଙ୍କୁ ଆହ୍ୱାନ କରିଛନ୍ତି। ପ୍ରଥମ ଥର ପାଇଁ…