ଅନ୍ତରାଷ୍ଟ୍ରୀୟ ‘ଚୁକ୍ତିରେ ରାଜି ହେଲା ଇରାନ, ଆମ ପାଇଁ ପଠାଇଲା ଅତ୍ୟନ୍ତ ମୂଲ୍ୟବାନ ଉପହାର’: ଟ୍ରମ୍ପଙ୍କ ବଡ଼ ଦାବି ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ଇରାନ ପରମାଣୁ ଅସ୍ତ୍ର ବିକଶିତ ନକରିବାକୁ ସମ୍ପୂର୍ଣ୍ଣ ରାଜି ହୋଇଛି। ଟ୍ରମ୍ପ କହିଛନ୍ତି ଯେ, ଆମେରିକା…