ଆଜିର ଖବର କଳିଙ୍ଗ ଷ୍ଟାଡିୟମ୍ଠାରେ ହୋସ୍ଲା-୨୦୧୯ କୃତି ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଦେଶର ବିଭିନ୍ନ ଶିଶୁ ଯତ୍ନ ଗୃହମାନଙ୍କରେ ରହୁଥିବା ପିଲାମାନଙ୍କ ଜାତୀୟ ପ୍ରତିଯୋଗିତା ‘ହୋସ୍ଲା -2019ରେ ଓଡ଼ିଶା ପ୍ରତିଯୋଗୀମାନେ ସର୍ବମୋଟ 30ଟି ପଦକ…