ଜାତୀୟ ଖବର ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ କେନ୍ଦ୍ରର ବଡ଼ ପଦକ୍ଷେପ: ମୁମ୍ବାଇରୁ ହାଓଡ଼ାକୁ ଚାଲିବ ଦୁଇଟି ସ୍ୱତନ୍ତ୍ର ଟ୍ରେନ୍ ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ମୁମ୍ବାଇରୁ ହାଓଡ଼ା (କୋଲକାତା) ପର୍ଯ୍ୟନ୍ତ ଦୁଇଟି ଅତିରିକ୍ତ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିର୍ଦ୍ଦେଶ ଦେଇଛି।…