ଆଜିର ଖବର ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ ନୂଆଦିଲ୍ଲୀ: କେନ୍ଦ୍ର ସରକାର ୧୯୮୯ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଅନୁରାଗ ଜୈନଙ୍କୁ ନୀତି ଆୟୋଗର ନୂତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ ନିଯୁକ୍ତ କରିଛନ୍ତି। ଜୈନଙ୍କୁ ଦୁଇ…