ରାଜ୍ୟ ଖବର ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି ଭୁବନେଶ୍ବର- ଆଜି ରାଜ୍ୟ ସରକାର ପୁଣି ଥରେ ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି। ଏଥିରେ ପାଞ୍ଚ ଜଣଙ୍କୁ ନୂଆ ଦାୟିତ୍ବ ଦିଆଯାଇଛି। ତେବେ ପୂର୍ବ ବଦଳରେ ରଶ୍ମିତା…