ବିଶେଷ ଖବର ଭି. କାର୍ତ୍ତିକେୟାନ୍ ପାଣ୍ଡିଆନ୍, ଓଡିଶାର ରାଜନୈତିକ ଇତିହାସରେ ଏକ ଛାୟାପୁରୁଷ ନା ତାଙ୍କୁ ନେଇ ରାଜନୀତିରେ ଅଧିକ କିଛି ସମ୍ଭାବନା ରହିଛି? ସମୀକ୍ଷା ବ୍ୟୁରୋ ଭି. କାର୍ତ୍ତିକେୟାନ୍ ପାଣ୍ଡିଆନ, ଏ ନାଁଟି ସହିତ ଓଡିଶାର ରାଜନୀତି ବେଶ ପରିଚିତ। ଗତ ପାଞ୍ଚ ବର୍ଷ ଭିତରେ ଏହି ବରିଷ୍ଠ ଆଇଏଏସ ଅଧିକାରୀ…