ଅନ୍ତରାଷ୍ଟ୍ରୀୟ ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି ନୂଆଦିଲ୍ଲୀ: ବାଂଲାଦେଶ କ୍ରିକେଟ୍ ବୋର୍ଡ ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ୍ ପାଇଁ ତାର ଖେଳାଳିମାନଙ୍କୁ ଭାରତ ପଠାଇବାକୁ ଚାହୁଁନାହିଁ।…