ଆଜିର ଖବର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ୨୦୨୩ ବ୍ୟାଚ୍ ର ଆଇଏଫ୍ଏସ୍ ଅଫିସର ପ୍ରଶିକ୍ଷାର୍ଥୀ ନୂଆଦିଲ୍ଲୀ: ୨୦୨୩ ବ୍ୟାଚ୍ ଅଫ୍ ଇଣ୍ଡିଆନ୍ ଫରେନ୍ ସର୍ଭିସ୍ (ଆଇଏଫ୍ଏସ୍) ର ଅଧିକାରୀ ପ୍ରଶିକ୍ଷାର୍ଥୀମାନେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ବାସଭବନ, ଲୋକ କଲ୍ୟାଣ ମାର୍ଗସ୍ଥିତ…