ଆଜିର ଖବର IIM CAT 2025: ଆବେଦନ କରିବାର ଆଜି ଶେଷ ସୁଯୋଗ, ଶୀଘ୍ର କରନ୍ତୁ ଫର୍ମ ପୂରଣ ନୂଆଦିଲ୍ଲୀ: ଯଦି ଆପଣ MBA କରିବାର ସ୍ୱପ୍ନ ଦେଖୁଛନ୍ତି ଏବଂ CAT ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।…