IITGuwahati .

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥାରେ ଆଇଆଇଟି ଗୌହାଟୀର ସମାବର୍ତ୍ତନ ଉତ୍ସବରେ ଉଦ୍‌ବୋଧନ ଦେଇଛନ୍ତି । ‘ଜ୍ଞାନମ୍ ବିଜ୍ଞାନ ସହିତମ୍ ଯତ୍ ଜ୍ଞାତ୍ୱା…