ଆଜିର ଖବର ଅମିତ୍ ଶାହାଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହର କଲେ ଡାକ୍ତର ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପ୍ରତିଶ୍ରୁତି ପରେ ଡାକ୍ତର ମାନେ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି । ପୂର୍ବରୁ ଡାକ୍ତରଙ୍କୁ ଆକ୍ରମଣ ବିରୋଧରେ ଆଇନ ପ୍ରଣୟନ…