ଆଜିର ଖବର ଏଣିକି ପାଣିପାଗ ସଂପର୍କରେ ସୂଚନା ଦେବେ ଜଣେ ମହିଳା ମନୋରମା ମହାନ୍ତି, ଜାଣନ୍ତୁ ସେ କିଏ ? ଭୁବନେଶ୍ବର: ଏଣିକି ପାଣିପାଗ ସଂପର୍କରେ ସୂଚନା ଦେବେ ଜଣେ ମହିଳା। ସେ ହେଉଛନ୍ତି ମନୋରମା ମହାନ୍ତି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶକ ଭାବେ ମନୋରମା ମହାନ୍ତିଙ୍କ…