ମତାମତ କାଶ୍ମୀରକୁ ନେଇ ପୁଣିଥରେ ସତ ଓ ମିଛର ଖେଳ- କାଶ୍ମୀର ଓ ଭାରତର ପ୍ରଧାନମନ୍ତ୍ରୀଙ୍କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ମିଛ କହୁଛନ୍ତି କି ? କେଦାର ମିଶ୍ର ଏହା କୌଣସି ବୋମା ବିସ୍ଫୋରଣରୁ କମ ନଥିଲା। ଗତାରାତିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ସହିତ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲାବେଳେ ଆମେରିକାର…