ଆଜିର ଖବର କଂଗ୍ରେସକୁ ଝଟକା: ବ୍ୟାଙ୍କ ଆକାଉଣ୍ଟ ବିରୋଧରେ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବାକୁ ଖାରଜ କଲା ଆଇଟି ଟ୍ରିବ୍ୟୁନାଲ ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଆଉ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। କଂଗ୍ରେସ ବ୍ୟାଙ୍କ ଆକାଉଣ୍ଟ ବିରୋଧରେ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବାକୁ ଦାଖଲ…