ଆଜିର ଖବର ଟେଷ୍ଟ ପରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ୍ ଖେଳାଯିବ, ପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି କଲା ECB ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଖେଳାଯାଉଛି। ତେବେ ଭାରତ ଏବଂ ଇଂଲଣ୍ଡର ଏହି ଗସ୍ତ ଏଠାରେ ଅଟକିବ ନାହିଁ।…