ଅନ୍ତରାଷ୍ଟ୍ରୀୟ ଆଜି ଭାରତ ବନାମ ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ ପିଚ୍ ରିପୋର୍ଟ ଏବଂ ପାଣିପାଗ ନୂଆଦିଲ୍ଲୀ: ଆଜି ଗୌହାଟୀରେ ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଦ୍ୱିତୀୟ ଦିନିକିଆ ଖେଳାଯିବ। ମ୍ୟାଚ୍ ଅପରାହ୍ନ ୨:୦୦ ଟାରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍ ୮ ୱିକେଟରେ…