ଆଜିର ଖବର ପାକିସ୍ତାନକୁ ଝଟକା: ରୁଷ ସହ ୧୦,୦୦୦ କୋଟିର ଚୁକ୍ତି, ୨୮୮ଟି କ୍ଷେପଣାସ୍ତ୍ର କିଣିବ ଭାରତ ନୂଆଦିଲ୍ଲୀ: ଗୁରୁବାର ଭାରତର ସୁରକ୍ଷା କ୍ଷମତାକୁ ଆହୁରି ମଜବୁତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରତିରକ୍ଷା ଅଧିଗ୍ରହଣ ପରିଷଦ ରୁଷଠାରୁ ଏସ-୪୦୦…