ଆଜିର ଖବର କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ ନୂଆଦିଲ୍ଲୀ: ୨୦୨୬ ଏସୀୟ କ୍ରୀଡ଼ାରେ ଭାରତୀୟ କବାଡ଼ି ଦଳ ଜାପାନକୁ ୪୯-୨୪ ବ୍ୟବଧାନରେ ପରାସ୍ତ କରିଛି। ପ୍ରଥମାର୍ଦ୍ଧରେ ଟିମ୍ ଇଣ୍ଡିଆ ୩୧-୯ ବ୍ୟବଧାନରେ ଅଗ୍ରଣୀ ରହିଥିଲା। ଦ୍ୱିତୀୟାର୍ଦ୍ଧରେ…