ଜାତୀୟ ଖବର ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଆଶ୍ୱସ୍ତି!: ଭାରତରେ ପହଞ୍ଚିଲା ଆଉ ଏକ ବଡ଼ ଏଲପିଜି ଜାହାଜ ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁଁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ୍ ଏବଂ ତେଲ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…