india-uae

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଗୁରୁବାର ଭାରତ ସରକାର ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ସରକାରଙ୍କ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତି…