ଆଜିର ଖବର “ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଜନୈତିକ କ୍ୟାରିଅର ସମ୍ପର୍କରେ ଆମେରିକା ରାଷ୍ଟ୍ରପତିଙ୍କ ମନ୍ତବ୍ୟ ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ପ୍ରତିକ୍ରିୟା ଦେଇଛି। MEA ମୁଖପାତ୍ର ରଣଧୀର ଜୟସୱାଲ…