ଭାରତରେ ଲୋକପାଳ ବିଲ୍ ପାଶ୍ ହେବାର ଦୀର୍ଘ ୬ବର୍ଷ ପରେ ଦେଶକୁ ଏହାର ପ୍ରଥମ ଲୋକପାଳ ମିଳିଛି। ପୂବର୍ତନ ସୁପ୍ରିମ୍କୋର୍ଟ ବିଚାରପତି ପିନାକୀ ଚନ୍ଦ୍ର ଘୋଷଙ୍କୁ ଦେଶର…
india
ଆସନ୍ତା ୨୩ମାଚ୍ଚର୍ରୁ ଆରମ୍ଭ ହେବାକୁ ଯାଉଥିବା କ୍ରିକେଟ ମହାକୁମ୍ଭ ଆଇପିଏଲ୍ ନିମନ୍ତେ ବିସିସିଆଇ ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି। ପୂର୍ବରୁ ବିସିସିଆଇ ଏହାର ପ୍ରଥମ ଚରଣର କାର୍ଯ୍ୟସୂଚୀ…
ଆଜି ଖେଳାଯାଉଥିବା ଅଷ୍ଟ୍ରେଲିଆ ବନାମ ଇଣ୍ଡିଆର ଦିନିକିଆ ସିରିଜର ତୃତୀୟ ମ୍ୟାଚରେ ଭାରତର ଅଧିନାୟକ ବିରାଟ କୋହଲି ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ।…
ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫ ଏକ ବୟାନରେ ପାକିସ୍ତାନର ଅସଲ ଚେହେରା ପଦାରେ ପକାଇଛନ୍ତି । ପାକିସ୍ତାନ ସରକାର ଏବଂ ସେନା କିଭଳି ଭାବେ ଆତଙ୍କବାଦୀ…
ସ୍ୱଚ୍ଛ ଭାରତକୁ ନେଇ ଭାରତ ସରକାର ବହୁଳ ପ୍ରଚାର ପ୍ରସାର କରୁଥିବାବେଳେ ଅସଲ ଚିତ୍ର ସାମ୍ନାକୁ ଆସିଛି । ବିଶ୍ୱର ୧୦ ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ…
ପ୍ରଥମ ଦିନିକିଆରେ ଭାରତକୁ ଅଷ୍ଟ୍ରେଲିଆ ୨୩୭ ରନ୍ ଟାର୍ଗେଟ ଦେଇଛି। ହାଇଦ୍ରାବାଦ୍ର ରାଜୀବ ଗାନ୍ଧୀ ଅର୍ନ୍ତଜାତୀୟ କ୍ରିକେଟ ଷ୍ଟାଡିୟମ୍ରେ ଚାଲିଥିବା ପ୍ରଥମ ଏକଦିବସୀୟରେ ପ୍ରଥମେ ବ୍ୟାଟିଂ କରି…

