Categories
ଆଜିର ଖବର ଜାତୀୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧ ହଜାର ୧୦୦ ନୂତନ ସଂକ୍ରମିତ ଚିହ୍ନଟ: ୪୪୭ ମୃତ୍ୟୁ

ନୂଆଦିଲ୍ଲୀ: ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧ ହଜାର ୧୦୦ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୭ ଜଣଙ୍କର ମୃତ୍ୟୁ ଘଟିଛି। ୪୧ ହଜାର ୧୦୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୮ ଲକ୍ଷ ୧୪ ହଜାର ୫୭୯ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ୫୨୦ ଜଣଙ୍କର ମୃତ୍ୟୁ ଘଟିବା ସହିତ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୯ ହଜାର ୬୩୫ ରେ ପହଞ୍ଚିଛି। ତେବେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୮୨ ଲକ୍ଷ ୫ ହଜାର ୭୨୮ରେ ପହଞ୍ଚିଛି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୯ ହଜାର ୨୧୬ ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦେଇଛି।

Categories
ଆଜିର ଖବର ଜାତୀୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାର ୬୮୪ ନୂତନ ସଂକ୍ରମିତ ଚିହ୍ନଟ: ୫୨୦ ମୃତ୍ୟୁ

ନୂଆଦିଲ୍ଲୀ: ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାର ୬୮୪ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୨୦ ଜଣଙ୍କର ମୃତ୍ୟୁ ଘଟିଛି। ୪୪ ହଜାର ୬୮୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଲକ୍ଷ ୭୩ ହଜାର ୪୭୯ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ୫୨୦ ଜଣଙ୍କର ମୃତ୍ୟୁ ଘଟିବା ସହିତ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୯ ହଜାର ୧୮୮ ରେ ପହଞ୍ଚିଛି। ତେବେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୮୧ ଲକ୍ଷ ୬୩ ହଜାର ୫୭୨ରେ ପହଞ୍ଚିଛି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮୦ ହଜାର ୭୧୯ ରେ ପହଞ୍ଚିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ୪୭ ହଜାର ୯୦୫ ନୂତନ ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫୨ ହଜାର ୭୧୮ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ହଜାର ୯୦୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୫୦ ଜଣଙ୍କ ମୃତ୍ୟୁ ହୋଇଛି। ଭାରତର ମୋଟ ଆକ୍ରାନ୍ତ ସଂଖ୍ୟା ୮୬ ଲକ୍ଷ ୮୩ ହଜାର ୯୧୭ରେ ପହଞ୍ଚିଛି ଏବଂ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୮ ହଜାର ୧୨୧ କୁ ବୃଦ୍ଧି ହୋଇଛି।

ସେହିପରି ଗତ ୨୪ ଘଣ୍ଟାରେ ସାରା ଦେଶରୁ ୫୨ ହଜାର ୭୧୮ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା କରୋନାରୁ ସୁସ୍ଥ ହେଲେଣି ୮୦ ଲକ୍ଷ ୬୬ ହଜାର ୫୦୨ ଆକ୍ରାନ୍ତ। ଦେଶରେ ୪ ଲକ୍ଷ ୮୯ ହଜାର ୨୯୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୨୮୧ ନୂତନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୨୮୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧୨ ଜଣଙ୍କ ମୃତ୍ୟୁ ହୋଇଛି। ଭାରତର ମୋଟ ଆକ୍ରାନ୍ତ ସଂଖ୍ୟା ୮୬ ଲକ୍ଷ ୩୫ ହଜାର ୯୨୧ରେ ପହଞ୍ଚିଛି ଏବଂ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୭୧ କୁ ବୃଦ୍ଧି ହୋଇଛି। ତେବେ ଦେଶରୁ ମୋଟ ୮୦ ଲକ୍ଷ ୧୩ ହଜାର ୭୮୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୪ ଲକ୍ଷ ୯୪ ହଜାର ୬୫୭ ଟି ସକ୍ରିୟ ମାମଲା ରହିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ବିଗତ ୨୪  ଘଣ୍ଟା ମଧ୍ୟରେ ୫୦ ହଜାର ୩୫୬ ନୂତନ ଆକ୍ରାନ୍ତ ଚିହ୍ନଟ: ୫୭୭ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ବିଗତ ୨୪  ଘଣ୍ଟା ମଧ୍ୟରେ ୫୦ ହଜାର ୩୫୬ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୭୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ଲକ୍ଷ ୬୨ ହଜାର ୮୦ରେ ପହଞ୍ଚିଛି। ତେବେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୭୮ ଲକ୍ଷ ୧୯ ହଜାର ୮୮୬ରେ ପହଞ୍ଚିଥିବା ବେଳେ ୫୭୭ ମୃତ୍ୟୁକୁ ମିଶାଇ ଦେଶରେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୫ ହଜାର ୫୬୨କୁ ବୃଦ୍ଧି ହୋଇଛି। ଆଜିର ସମସ୍ତ ପରିସଂଖ୍ୟାନକୁ ମିଶାଇ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫  ଲକ୍ଷ ୧୬ ହଜାର ୬୩୨ ରେ ପହଞ୍ଚିଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଗତ ୨୪ ଘଣ୍ଟାରେ ୩୮ ହଜାର ୩୧୦ କରୋନା ପଜିଟିଭ୍‌ ଚିହ୍ନଟ: ୪୯୦ ମୃତ୍ୟୁ

ନୂଆଦିଲ୍ଲୀ: ଭାରତରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି। ଗତ ୨୪ ଘଣ୍ଟାରେ ୩୮ ହଜାର ୩୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୪୯୦ ଜଣଙ୍କର ମୃତ୍ୟୁ ହୋଇଛି। ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଲକ୍ଷ ୬୭ ହଜାର ୬୨୩ରେ ପହଞ୍ଚିଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୩ ହଜାର ୯୭କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୪୧ ହଜାର ୪୦୫ ଜଣ ସକ୍ରିୟ ରୋଗୀ ଥିବାବେଳେ ୭୬ ଲକ୍ଷ ୩ ହଜାର ୧୨୧ ଜଣ ସୁସ୍ଥ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର

ଗତ ୨୪ ଘଣ୍ଟାରେ ୪୫ ହଜାର ୨୩୦ କରୋନା ଆକ୍ରାନ୍ତ ଚିହ୍ନଟ: ୪୯୬ ମୃତ୍ୟୁ

ନୂଆଦିଲ୍ଲୀ: ଭାରତରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି। ଗତ ୨୪ ଘଣ୍ଟାରେ ୪୫ ହଜାର ୨୩୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୪୯୬ ଜଣଙ୍କର ମୃତ୍ୟୁ ହୋଇଛି। ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଲକ୍ଷ ୨୯ ହଜାର ୩୧୩ରେ ପହଞ୍ଚିଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୨ ହଜାର ୬୦୭କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୬୧ ହଜାର ୯୦୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୭୫ ଲକ୍ଷ ୪୪ ହଜାର ୭୯୮ ଜଣ ସୁସ୍ଥ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଗତ ୨୪ ଘଣ୍ଟାରେ ୪୫ ହଜାର ୧୪୯ ଆକ୍ରାନ୍ତ ଚିହ୍ନଟ: ୪୮୦ ଜଣଙ୍କର କରୋନାରେ ମୃତ୍ୟୁ

ନୂଆଦିଲ୍ଲୀ: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ମଧ୍ୟରେ ୪୫ ହଜାର ୧୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪୮୦ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୧୯ ହଜାର ୧୪ କୁ ବୃଦ୍ଧି ହୋଇଥିବାବେଳେ ମୋଟ୍‌ ଆକ୍ରାନ୍ତ ସଂଖ୍ୟା ୭୯ ଲକ୍ଷ ୯ ହଜାର ୯୬୦କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ଏବେ ସୁଦ୍ଧା ମୋଟ ଆକ୍ଟିଭ୍‌ କେସ୍‌ ୬ ଲକ୍ଷ ୫୩ ହଜାର ୭୧୭ ରହିଥିବାବେଳେ ସୁସ୍ଥ ହୋଇଛନ୍ତି ୭୧ ଲକ୍ଷ ୩୭ ହଜାର ୨୨୮ଜଣ।

Categories
ଆଜିର ଖବର ଜାତୀୟ ଖବର

୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪ ହଜାର ୩୬୬ ନୂତନ ଆକ୍ରାନ୍ତ ଚିହ୍ନଟ: ୬୯୦ ମୃତ୍ୟୁ

ନୂଆଦିଲ୍ଲୀ: ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪ ହଜାର ୩୬୬ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୭ ଲକ୍ଷ ୬୧ ହଜାର ୩୧୨କୁ ବୃଦ୍ଧି ହୋଇଛି। ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୭.୦୬ ଲକ୍ଷରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୬୯୦ ଜଣଙ୍କ ମୃତ୍ୟୁ ଘଟିବା ସହିତ ମୃତକଙ୍କ ସଂଖ୍ୟା ୧ ଲକ୍ଷ ୧୭ ହଜାର ୩୦୬ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬୯ ଲକ୍ଷ ୪୮ ହଜାର ୪୯୭ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୫ ହଜାର ୫୦୯ ରହିଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଗତ ୨୪ ଘଣ୍ଟାରେ ୬୩ ହଜାର ୫୦୯ କରୋନା ଆକ୍ରାନ୍ତ ଚିହ୍ନଟ: ୭୩୦ ଜଣ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୬୩ ହଜାର ୫୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୮୯କୁ ବୃଦ୍ଧି ହୋଇଛି।

ସେହିପରି ଗୋଟିଏ ଦିନରେ ୭୩୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୦ ହଜାର ୫୮୬ ରେ ପହଞ୍ଚିଛି। ମୋଟ ମାମଲା ମଧ୍ୟରୁ ୮ ଲକ୍ଷ ୨୬ ହଜାର ୮୭୬ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଥିବା ବେଳେ ୬୩ ଲକ୍ଷ ୧ ହଜାର ୯୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଦେଶରେ ସୁସ୍ଥ ହାର ୮୭.୦୫ ପ୍ରତିଶତ ରହିଥିବାବେଳେ ମୃତ୍ୟୁ ହାର ୧.୫୩ ପ୍ରତିଶତ ରହିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡିଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ୨୪ ଘଣ୍ଟାରେ ୭୨ ହଜାର ୪୯ କରୋନା ଆକ୍ରାନ୍ତ ଚିହ୍ନଟ: ୯୮୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୭୨ ହଜାର ୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୮୬ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଦେଶରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ଲକ୍ଷ ୫୭ ହଜାର ୧୩୨ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪ ହଜାର ୫୫୫ ରେ ପହଞ୍ଚିଛି। ତେବେ ସକ୍ରିୟ ମାମଲା ୯ ଲକ୍ଷ ୭ ହଜାର ୮୮୩ ରହିଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୫୭ ଲକ୍ଷ ୪୪ ହଜାର ୬୯୩ ଆକ୍ରାନ୍ତ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୧,୨୧୪ କରୋନା ଆକ୍ରାନ୍ତ ଚିହ୍ନଟ: ୧ ହଜାର ୯୫ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ୨୪ ଘଣ୍ଟା ମଧ୍ୟରେ ୮୧,୨୧୪ କରୋନାଭାଇରସ୍ ଏବଂ ୧,୦୯୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଜି ଭାରତର ସଂଖ୍ୟା ୬୩ ଲକ୍ଷ ୯୪ ହଜାର ୦୬୯ ମାମଲାରେ ବୃଦ୍ଧି ପାଇଛି। ମୋଟ ମାମଲା ମଧ୍ୟରୁ ୯ ଲକ୍ଷ ୪୨ ହଜାର ୨୧୭ ବର୍ତ୍ତମାନ ସକ୍ରିୟ, ୫୩ ଲକ୍ଷ ୫୨ ହଜାର ୦୭୮ ଜଣ ସୁସ୍ଥ ହୋଇଥିବାବେଳେ ୯୯ ହଜାର ୭୭୩ ଜଣ ଏହି ଭାଇରାଲ ରୋଗ ବିରୋଧରେ ଯୁଦ୍ଧରେ ହାରିଯାଇଛନ୍ତି।

ସୁସ୍ଥ ହାର ସର୍ବାଧିକ ୮୩.୭୦ ପ୍ରତିଶତ ଥିବାବେଳେ ମୃତ୍ୟୁ ହାର ୧.୫୬ପ୍ରତିଶତକୁ ଖସି ଆସିଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡିଛି। ୩୭ ହଜାର ୦୫୬ ମୃତ୍ୟୁ ସମେତ ମୋଟ ୧୪ ଲକ୍ଷ ୯୨୨ ମାମଲାରେ ମହାରାଷ୍ଟ୍ର ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ତା ପରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ, ଉତ୍ତରପ୍ରଦେଶ ଏବଂ ଦିଲ୍ଲୀ। ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର) ର ତଥ୍ୟ ଅନୁଯାୟୀ, ଗୁରୁବାର ଦିନ ଗୋଟିଏ ଦିନରେ ଭାରତ ୧୦ ଲକ୍ଷ ୯୭ ହଜାର ୯୪୭  ନମୁନା ପରୀକ୍ଷା କରିଥିଲା ​​ଏବଂ ଏପର୍ଯ୍ୟନ୍ତ ପରୀକ୍ଷିତ ମୋଟ ନମୁନା ସଂଖ୍ୟା ୭ କୋଟି ୬୭ ଲକ୍ଷ ୧୭ ହଜାର ୭୨୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ଦେଶରେ ଦିନକରେ ୮୦ ହଜାର ୪୭୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକରେ ୮୦ ହଜାର ୪୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ସଂଖ୍ଯାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ଲକ୍ଷ ୨୫ ହଜାର ୭୬୪କୁ ବୃଦ୍ଧି ହୋଇଛି। ସେହିପରି ଗତ ୨୪ ଘଣ୍ଟାରେ ୧୧୭୯ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ତେବେ ଦେଶରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୭ ହଜାର ୪୯୭ ରେ ପହଞ୍ଚିଛି। ଦେଶରେ ମୋଟ ସକ୍ରିୟ ମାମଲା ୯ ଲକ୍ଷ ୪୦ ହଜାର ୪୪୧ ରହିଥିବା ବେଳେ ସୁସ୍ଥ ହେଲେଣି ୫୧ ଲକ୍ଷ ୮୭ ହଜାର ୮୨୬ ଜଣ ଆକ୍ରାନ୍ତ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

Categories
ଆଜିର ଖବର ଜାତୀୟ ଖବର

ଗତ ୨୪ ଘଣ୍ଟାରେ ଦେଶରେ ୭୦ ହଜାର ୫୮୯ ଆକ୍ରାନ୍ତ ଚିହ୍ନଟ: ୭୭୬ ମୃତ୍ୟୁ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୭୦ ହଜାର ୫୮୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ଲକ୍ଷ ୪୫ ହଜାର ୨୯୨ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ଦିନକରେ ୭୭୬ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଦେଶରେ ମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୯୬ ହଜାର ୩୧୮ ରେ ପହଞ୍ଚିଛି। ଦେଶରେ ମୋଟ ସକ୍ରିୟ କେସ ୯ ଲକ୍ଷ ୪୭ ହଜାର ୫୭୬ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୧ ଲକ୍ଷ ୧ ହଜାର ୩୯୭ ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ଜାତୀୟ ଖବର

ଦିନକରେ ୮୨ ହଜାର ୧୭୦ ଆକ୍ରାନ୍ତ ଚିହ୍ନଟ: ୧୦୩୯ ମୃତ୍ୟୁ

ନୂଆଦିଲ୍ଲୀ: ଦିନକରେ ୮୨ ହଜାର ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୩୯  ଜଣ ମୃତ୍ୟୁବରଣ କରଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ଲକ୍ଷ ୭୪ ହଜାର ୭୦୩ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୫ ହଜାର ୫୪୨ ରେ ପହଞ୍ଚିଛି। ତେବେ ମୋଟ ସକ୍ରିୟ ଆକ୍ରଙ୍କଙ୍କ ସଂଖ୍ୟା ୯ ଲକ୍ଷ ୬୨ ହଜାର ୬୪୦ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ୧୬ ହଜାର ୫୨୦ ରହିଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଗତ ୨୪ ଘଣ୍ଟାରେ ୮୫ ହଜାର ୩୬୨ ଆକ୍ରାନ୍ତ ଚିହ୍ନଟ: ୧୦୮୯ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୮୫ ହଜାର ୩୬୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୮୯ କରୋନା ଆକ୍ରାନ୍ତଙ୍କ ମୃତ ହୋଇଛି। ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୫୯ ଲକ୍ଷ ୩ ହଜାର ୯୩୩କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା 93 ହଜାର ୩୭୯ରେ ପହଞ୍ଚିଛି। ତେବେ ଦେଶରେ ମୋଟ ସକ୍ରିୟ ମାମଲା ୯ ଲକ୍ଷ ୬୦ ହଜାର ୯୬୯ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୪୮ ଲକ୍ଷ ୪୯ ହଜାର ୫୮୪ ଜଣ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଗତ ୨୪ ଘଣ୍ଟାରେ ୮୬ ହଜାର ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ୧୧୪୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୮୬ ହଜାର ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୮ ଲକ୍ଷ ୧୮ ହଜାର ୫୭୧ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ୨୪ ଘଣ୍ଟାରେ ୧୧୪୧ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ତେବେ ମୋଟ ସକ୍ରିୟ କେସ ୯ ଲକ୍ଷ ୭୦ ହଜାର ୧୧୬ ଥିବା ବେଳେ  ଥିବା ବେଳେ ସୁସ୍ଥ ହୋଇ ଘରକୂ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୭ ଲକ୍ଷ ୫୬ ହଜାର ୧୬୪ ରହିଛି ଏବଂ ଦେଶରେ କୋରୋନଜନିତ ମୋଟ ମୃତ୍ୟୁ ସଂଖ୍ୟା ୯୨ ହଜାର ୨୯୦ ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ରହିଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଗତ ୨୪ ଘଣ୍ଟାରେ ୮୬ ହଜାର ୫୦୮ ଆକ୍ରାନ୍ତ ଚିହ୍ନଟ: ୧୧୨୯ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୮୬ ହଜାର ୫୦୮  କରୋନା ଆକ୍ରାନ୍ତ ଚିହ୍ନଟ ଏବଂ ୧୧୨୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ଲକ୍ଷ ୩୨ ହଜାର ୫୧୯ କୁ ବୃଦ୍ଧି ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୯୧, ୧୪୯ରେ ପହଞ୍ଛିଛି। ତେବେ ଦେଶରେ ୪୬ ଲକ୍ଷ ୭୪ ହଜାର ୯୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯ ଲକ୍ଷ ୬୬ ହଜାର ୩୮୨ ଜଣ ଚିକିତ୍ସିତ ହେଉଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଦିନକରେ ୭୫ ହଜାର ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ୧୦୫୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଦିନକରେ ୭୫ ହଜାର ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁବରଣ କରିଛନ୍ତି ୧୦୫୩ ଜଣ। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ଲକ୍ଷ ୬୨ ହଜାର ୬୬୪ କୁ ବୃଦ୍ଧି ହୋଇଛି। ତେବେ ଦେଶରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ୯୭ ହଜାର ୮୬୭ ଥିବା ବେଳେ ସକ୍ରିୟ ମାମଲା ୯ ଲକ୍ଷ ୭୫ ହଜାର ୮୬୧ ରହିଛି। ସେହିପରି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮୮ ହଜାର ୯୩୫ ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଲଗାତାର ଦୁଇ ଦିନ ଧରି 82 ହଜାରରୁ ଅଧିକ ଆରୋଗ୍ୟ ରେକର୍ଡ

ନୂଆଦିଲ୍ଲୀ: ଲଗାତାର ଦୁଇ ଦିନ ଧରି ଦେଶରେ ଆରୋଗ୍ୟ ହାର ଅତି ଉଚ୍ଚରେ ରହିଛି। ବିଗତ ଦୁଇ ଦିନ ମଧ୍ୟରେ 82 ହଜାରରୁ ଅଧିକ କୋଭିଡ ରୋଗୀ ଆରୋଗ୍ୟ ଲାଭ କରି ଛାଡ଼ ପାଇଛନ୍ତି।

ବିଗତ 24 ଘଣ୍ଟା ମଧ୍ୟରେ 82,961 ଜଣ ସକ୍ରିୟ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି।

ଅଧିକ ସଂଖ୍ୟକ ରୋଗୀ ଆରୋଗ୍ୟ ଲାଭ କରିବା ପରେ ଦେଶରେ ଆରୋଗ୍ୟ ହାର ଲଗାତାର ଉପର ମୁହାଁ ହୋଇଛି। ଆଜି ଏହା 78.64% ପ୍ରତିଶତ ଥିବା ରେକର୍ଡ କରାଯାଇଛି।

ବର୍ତ୍ତମାନ ସୁଦ୍ଧା 40 ଲକ୍ଷ (40,25,079) ରୋଗୀ ସୁସ୍ଥ ହୋଇସାରିଲେଣି। ଆଜିସୁଦ୍ଧା ମୋଟ ଆରୋଗ୍ୟଙ୍କ ସଂଖ୍ୟା ସକ୍ରିୟ ସଂକ୍ରମିତଙ୍କ ତୁଳନାରେ 30 ଲକ୍ଷରୁ ଅଧିକ(30,15,103)କୁ ଟପିଯାଇଛି ଯାହାକି ୪ ଗୁଣ ଅଧିକ।

ଅଧିକ ଉଚ୍ଚ ହାରରେ ଆରୋଗ୍ୟଙ୍କ ସଂଖ୍ୟା ବଢ଼ୁଥିବାରୁ ଏହା ଏବେ ବିଗତ 30 ଦିନ ତୁଳନାରେ ଶତପ୍ରତିଶତ ବୃଦ୍ଧି ପାଇଛି।

ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟାର ଏକ ପଞ୍ଚମାଂଶ (21.22%) ମହାରାଷ୍ଟ୍ର (17,559)ରେ ରହିଛନ୍ତି। ସେହିପରି ଆନ୍ଧ୍ରପ୍ରଦେଶ (10,845), କର୍ଣ୍ଣାଟକ (6580), ଉତ୍ତର ପ୍ରଦେଶ (6476) ଏବଂ ତାମିଲନାଡ଼ୁ (5768)ର ଯୋଗଦାନ ନୂଆ ଆରୋଗ୍ୟଙ୍କ ମଧ୍ୟରେ  35.87% ରହିଛି।

ମୋଟ ନୂଆ ଆରୋଗ୍ୟଙ୍କ ମଧ୍ୟରୁ କେବଳ ଏସବୁ ରାଜ୍ୟରେ  57.1% ଆରୋଗ୍ୟ ରହିଛନ୍ତି।

ଆଜି ସୁଦ୍ଧା ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ (10,09,976) ଟପିଯାଇଛି।

ପାଖାପାଖି ଅଧା (48.45%) ସକ୍ରିୟ ସଂକ୍ରମିତ ତିନୋଟି ରାଜ୍ୟ; ମହାରାଷ୍ଟ୍ର, କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶରେ ରହିଛନ୍ତି। ଏହି ତିନୋଟି ରାଜ୍ୟ ସମେତ ଉତ୍ତର ପ୍ରଦେଶ ଓ ତାମିଲନାଡ଼ୁକୁ ମିଶାଇ 5ଟି ରାଜ୍ୟରେ ମୋଟ ସକ୍ରିୟ ମାମଲାର 60% ରୋଗୀ ରହିଛନ୍ତି।

ବିଗତ 24 ଘଣ୍ଟା ମଧ୍ୟରେ 1132 ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତ। 474 ଜଣ ନୂଆ ମୃତକଙ୍କ ସହିତ ମହାରାଷ୍ଟ୍ରରେ 40% ମୃତକ ରହିଛନ୍ତି। ଏହାପଛକୁ ଉତ୍ତରପ୍ରଦେଶ (86), ପଞ୍ଜାବ (78), ଆନ୍ଧ୍ରପ୍ରଦେଶ (64), ପଶ୍ଚିମବଙ୍ଗ (61) ବିଗତ 24 ଘଣ୍ଟା ମଧ୍ୟରେ 25.5% ରୋଗୀ ପ୍ରାଣ ହରାଇଛନ୍ତି।

Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ଚୀନକୁ ପଛରେ ପକାଇ ECOSOCରେ ସ୍ଥାନ ପାଇଲା ଭାରତ

ନୂଆଦିଲ୍ଲୀ : ଏଲ୍‌ଏସିରେ ସୀମା ବିବାଦ ସହ ପ୍ରାୟ ପ୍ରତ୍ୟେହ ଚୀନ୍‌ର ନୂଆ ନୂଆ ଚାଲ୍‌  ଆଗରେ ମଧ୍ୟ ଭାରତ ଚୀନ୍‌କୁ ଏକ ବଡ ଝଟ୍‌କା ଦେଇଛି । ମିଳିତ ଜାତିସଂଘ ECOSOCରେ ସ୍ଥାନ ପାଇଲା ଭାରତ । ଭୋଟିଂ ବ୍ୟବସ୍ଥାରେ ଚୀନ୍‌କୁ ପଛରେ ପକାଇ ସଦ୍ୟସତା ପାଇଲା ଭାରତ । ଆର୍ଥିକ ଓ ସାମାଜିକ ପରିଷଦ (ECOSOC)ର ସଂସ୍ଥା ମିଳିତ ଜାତିସଂଘର କମିଶନ ଅନ୍‌ ଷ୍ଟେଟସ୍‌ ଅଫ୍‌ ଓ୍ବିମେନ୍‌ର ସଦସ୍ୟ ରୂପେ ନିର୍ବାଚିତ କରାଯାଇଛି । ସଂଯୁକ୍ତ ରାଷ୍ଟ୍ରରେ ଭାରତ ସ୍ଥାୟୀ ପ୍ରତିନିଧି ଟିଏସ୍‌ ତିରୁମୂର୍ତ୍ତି ଆଜି ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ।

ମହିଳା ସଶକ୍ତିକରଣରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଭାରତ ମନୋନୀତ ହୋଇଛି । 2021ରୁ 2025 ପର୍ଯ୍ୟନ୍ତ 4 ବର୍ଷ ସଦସ୍ୟ ଭାବେ କାର୍ଯ୍ୟ କରିବ ଭାରତ ।

ସୂଚନାଯୋଗ୍ୟ, କମିଶନ ଅନ୍‌ ଷ୍ଟେଟସ୍‌ ଅଫ୍‌ ଓ୍ବିମେନ୍‌ର ନିର୍ବାଚନରେ ଭାରତ ବ୍ୟତୀତ ଆଫଗାନିସ୍ଥାନ ଓ ଚୀନ୍‌ ମଧ୍ୟ ଅଂଶଗ୍ରହଣ କରିଥିଲେ । ଏହି ନିର୍ବାଚନ ପ୍ରକ୍ରିୟାରେ ଭାରତ ଓ ଆଫଗାନିସ୍ଥାନ ପକ୍ଷରେ 54 ସଦସ୍ୟ ଭୋଟ୍‌ ଦେଇଥିବାବେଳେ ଚୀନ୍‌କୁ ଅଧା ଭୋଟ୍‌ ମଧ୍ୟ ମିଳିପାରିନାହିଁ ।