ଆଜିର ଖବର ଇଂଲଣ୍ଡ ବିପକ୍ଷ ସିରିଜରେ ରାହୁଲଙ୍କୁ ଡ୍ରପ କରାଯାଇଥିଲା କି?: ଜାଣନ୍ତୁ କଣ କହିଲା ବିସିସିଆଇ ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ପାଇଁ କେ.ଏଲ୍ ରାହୁଲଙ୍କୁ ଦଳରେ ସାମିଲ କରାଯାଇଛି। ଏହାପୂର୍ବରୁ ରାହୁଲ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ…