ଆଜିର ଖବର ୧୭ତମ ଇଣ୍ଡିଆନ୍ ଫିଲ୍ମ ଫେଷ୍ଟିଭାଲ୍ରେ ସମ୍ମାନିତ ହେବେ ତବୁ ଜାତୀୟ ପୁରସ୍କାର ବିଜୟିନୀ ଅଭିନେତ୍ରୀ ତବୁଙ୍କୁ ଲସ୍ଏଞ୍ଜେଲ୍ଠାରେ ଇଣ୍ଡିଆନ୍ ଫିଲ୍ମ ଫେଷ୍ଟିଭାଲ୍ରେ ସମ୍ମାନିତ କରାଯିବ । ଇଣ୍ଡିଆନ୍ ଫିଲ୍ମ ଫେଷ୍ଟିଭାଲ୍ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କ୍ରିଷ୍ଟିନା ମାରୁୱାଡା ସୂଚନା…