ଆଜିର ଖବର ଷ୍ଟକ୍ ବଜାରରେ ହାହାକାର: ସେନସେକ୍ସ ୭୦୦ ପଏଣ୍ଟ ଖସିଲା, କିଛି ମିନିଟ୍ରେ ନିବେଶକଙ୍କ ୪.୩ ଲକ୍ଷ କୋଟି ଟଙ୍କା ସ୍ୱାହା ନୂଆଦିଲ୍ଲୀ: ସପ୍ତାହର ପ୍ରଥମ କାରବାର ଦିନରେ ଭାରତୀୟ ସେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବଜାର ଖୋଲିବା ମାତ୍ରକେ ବିକ୍ରିର ପ୍ରବଳ ଚାପ ଯୋଗୁଁ…