ଆଜିର ଖବର ଦିଲ୍ଲୀରେ ଫୋନ୍ ସେବା ବନ୍ଦ ପାଇଁ ସରକାରଙ୍କ ନିର୍ଦ୍ଦେଶ ନୂଆଦିଲ୍ଲୀ,19/12 : ନାଗରିକତ୍ବ ସଂଶୋଧନ ଆଇନକୁ ନେଇ ନୂଆଦିଲ୍ଲୀରେ ଆନ୍ଦୋଳନ ପରେ ସରକାରଙ୍କ ପକ୍ଷରୁ ଟେଲିଫୋନ ସେବା ବନ୍ଦ କରାଯିବାର ନିଷ୍ପତ୍ତି ନିଆଯାଇଛି । ବିଭିନ୍ନ ଟେଲିକମ୍…