ଆଜିର ଖବର ଆଜି ରାଜସ୍ଥାନ ଏବଂ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ ଏଲିମିନେଟର ମ୍ୟାଚ୍, ପଢନ୍ତୁ ଅପଡେଟ୍ ନୂଆଦିଲ୍ଲୀ: ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଆଜି ଆଇପିଏଲ୍ 2024 ର ଏଲିମିଟର ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ…