ଆଜିର ଖବର 2026 IPL ର ଉଦଘାଟନୀ ଉତ୍ସବ ବାତିଲ: ଜାଣନ୍ତୁ କାରଣ ନୂଆଦିଲ୍ଲୀ: ବିଶ୍ୱର ସର୍ବବୃହତ କ୍ରିକେଟ ଲିଗ୍ IPL ମାର୍ଚ୍ଚ 28 ତାରିଖରେ ଏହାର 19ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ମ୍ୟାଚ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…