ଆଜିର ଖବର ଇରାନ ଉପରେ ଆକ୍ରମଣ କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଆମେରିକା, ଟ୍ରମ୍ପ୍ ଙ୍କ ଚୂଡ଼ାନ୍ତ ନିର୍ଦ୍ଦେଶକୁ ଅପେକ୍ଷା ନୂଆଦିଲ୍ଲୀ: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟପ୍ରାଚ୍ୟକୁ ଯୁଦ୍ଧର ଦ୍ୱାରଦେଶରେ ପହଞ୍ଚାଇ ଦେଇଛି। ଗୋଟିଏ ପଟେ ଇସ୍ରାଏଲ ଇରାନର ପରମାଣୁ ଘାଟି ଉପରେ ଆକ୍ରମଣକୁ…