ଆଜିର ଖବର କଟକ ଆୟକର ଆପିଲେଟ ଟ୍ରିବ୍ୟୁନାଲର ନୂଆ ଭବନକୁ ଉଦଘାଟନ କଲେ ମୋଦି କଟକ: କଟକ ଆୟକର ଆପିଲେଟ ଟ୍ରିବ୍ୟୁନାଲ ନୂଆ ଭବନର ଉଦ୍ଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଉଦ୍ଘାଟନ କରିଛନ୍ତି ।…