ଆଜିର ଖବର ଓଡ଼ିଶାରେ ଆଇଟି ସମ୍ପ୍ରସାରଣ: ୧୨ଟି ଜିଲ୍ଲାରେ ଖୋଲିବ ଆଇଟି ପାର୍କ, ଭୁବନେଶ୍ୱରରେ ହେବ ୫୦,୦୦୦ କୋଟିର ମେଗା ପ୍ରକଳ୍ପ ଭୁବନେଶ୍ୱର: ରାଜ୍ୟରେ ଆଇଟି ଭିତ୍ତିଭୂମିକୁ ଅଧିକ ସୁଦୃଢ଼ ଓ ବ୍ୟାପକ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ଯୋଜନା ହାତକୁ ନେଇଛନ୍ତି। ଆଇଟି କମ୍ପାନୀଗୁଡ଼ିକର କାର୍ଯ୍ୟାଳୟକୁ…