ଅନ୍ତରାଷ୍ଟ୍ରୀୟ କୋରିଆର ନବନିର୍ବାଚିତ ରାଷ୍ଟ୍ରପତି ଲି ଜାଏ-ମ୍ୟୁଙ୍ଗଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୋରିଆର ନବନିର୍ବାଚିତ ରାଷ୍ଟ୍ରପତି ଲି ଜାଏ-ମ୍ୟୁଙ୍ଗଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି: “କୋରିଆର ରାଷ୍ଟ୍ରପତି ଭାବରେ…