ଜାତୀୟ ଖବର ପତାକା ଦେଖାଇ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର…