ଆଜିର ଖବର ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ଜନତା ମଇଦାନ କାର୍ଯ୍ୟ ତଦାରଖ କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଭୁବନେଶ୍ବର: ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡିଶାର ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ସେଥିପାଇଁ ସେ 20 ତାରିଖ ଅପରାହ୍ନରେ…