ଆଜିର ଖବର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପରିଚ଼ାଳନା ପାଇଁ ଦ୍ବିତୀୟ ସମନ୍ୱୟ କମିଟି ବୈଠକରେ ଅଧ୍ୟକ୍ଷତା କଲେ ଆଇନ ମନ୍ତ୍ରୀ ପୁରୀ: ଆଜି ପୁରୀ ପୋୖରସଦନ (ଟାଉନ ହଲ) ଠାରେ ଆୟୋଜିତ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ପବିତ୍ର ରଥଯାତ୍ରା ପରିଚ଼ାଳନା ପାଇଁ ଦ୍ବିତୀୟ ସମନ୍ୱୟ କମିଟି ବୈଠକରେ…