ଜାତୀୟ ଖବର ଝାବୁଆରେ ପ୍ରାୟ ୭୩୦୦ କୋଟି ର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ମଧ୍ୟପ୍ରଦେଶର ଝାବୁଆଠାରେ ପ୍ରାୟ ୭୩୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ…