ଆଜିର ଖବର ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝଟକା: ଆବେଦନ ଶୁଣିବାକୁ ମନା କଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝଟକା ଲାଗିଛି। ତାଙ୍କ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…