ଆଜିର ଖବର ଚଳନ୍ତା କାରରେ ହଠାତ୍ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଝାରସୁଗୁଡ଼ା: ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତାରେ ରବିବାର ସନ୍ଧ୍ୟାରେ ଘଟିଛି ଏକ ଅଘଟଣ। ମନମୋହନ ସ୍କୁଲ ନିକଟରେ ଯାଉଥିବା ଏକ ଚଳନ୍ତା କାରରେ ହଠାତ୍ ନିଆଁ ଲାଗିଯାଇଥିଲା।…