ଆଜିର ଖବର ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଏନକାଉଣ୍ଟରରେ ତିନି ଆତଙ୍କବାଦୀ ନିହତ ନୂଆଦିଲ୍ଲୀ: ବାରାମୁଲ୍ଲା, ଜାମ୍ମୁ କାଶ୍ମୀରରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। ଆଜି ସକାଳେ ଭାରତୀୟ ସେନା ଏବଂ ଜାମ୍ମୁ କାଶ୍ମୀର ପୋଲିସ ମଧ୍ୟରେ…