ଜାତୀୟ ଖବର ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟି କାମେଶ୍ୱର ଚୌପାଲଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଯୋଗୀ ନୂଆଦିଲ୍ଲୀ: ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଟ୍ରଷ୍ଟି କାମେଶ୍ୱର ଚୌପାଲଙ୍କ ପରଲୋକ ହୋଇଯାଇଛି। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିଲେ। ସେ ୬୮…