ଆଜିର ଖବର ୭୦ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗ: ମୟୂରଭଞ୍ଜରେ ଇଡି ଚଢ଼ାଉ, ଟ୍ରେଡିଂ କମ୍ପାନିର ଓଡ଼ିଶା ମୁଖ୍ୟଙ୍କ ଘରେ ଖୋଳତାଡ଼ କପ୍ତିପଦା: ମୟୂରଭଞ୍ଜ ଜିଲ୍ଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଚଢ଼ାଉକୁ ନେଇ ଚର୍ଚ୍ଚା। କଲିକତାର ଏକ ଟ୍ରେଡିଂ କମ୍ପାନିର ଓଡ଼ିଶା ମୁଖ୍ୟ ବୋଲି ପରିଚୟ ଦେଉଥିବା ଈଶ୍ୱର ବିନ୍ଧାଣୀଙ୍କ…