ଆଜିର ଖବର କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ସେ ଏହାକୁ ଜନସେବା ପ୍ରତି ଅତୁଟ ସଂକଳ୍ପ ଓ ନିରନ୍ତର ପ୍ରୟାସର…