ଆଜିର ଖବର ନବରଙ୍ଗପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମରେ ଯୋଗ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଭୁବନେଶ୍ଵର: ନବରଙ୍ଗପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହି ଅବସରରେ ଶ୍ରୀ…