ଜାତୀୟ ଖବର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଜାତୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପିଏମ ମୋଦୀ ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶ ଗସ୍ତ କରିବେ। ମଧ୍ୟାହ୍ନ ପ୍ରାୟ ୧୨:୩୦…